ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଏଏସ ସଂଘ । ତିନି ଦିନ ଧରି ରାଜ୍ୟବ୍ୟାପି ଓଏଏସମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ପ୍ରଶାସନିକ କାର୍ଯ୍ୟ ଠପ୍ ହୋଇଯାଇଥିଲା । ଆଜିଠୁ ଅଫିସରମାନେ କାର୍ଯ୍ୟରେ ଯୋଗ ଦେବା ପରେ ତହସିଲ, ବ୍ଲକ ଅଫିସକୁ ବିଭିନ୍ନ କାର୍ଯ୍ୟରେ ଯାଉଥିବା ଲୋକମାନେ ଆଉ ନିରାଶ ହୋଇ ଫେରିବେ ନାହିଁ । ବିଏମସି ଅତିରିକ୍ତ ଆୟୁକ୍ତଙ୍କୁ ମାଡ ଘଟଣାରେ ପ୍ରଚ୍ଛଦପଟରେ ଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ପରେ ଆନ୍ଦୋଳନରୁ ଓହରିଥିଲା ଓଏଏସ ସଂଘ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..