ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ। ଶୁକ୍ରବାର ଦିନ ଏକ ବଡ଼ ନିଷ୍ପତ୍ତି ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାରୁ ଆସୁଥିବା ଉତ୍ପାଦ ଉପରେ ୩୫% ର ଭାରୀ ଶୁଳ୍କ (ଆମଦାନୀ ଶୁଳ୍କ) ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏହି ଶୁଳ୍କ ୧ ଅଗଷ୍ଟ, ୨୦୨୫ରୁ କାର୍ଯ୍ୟକାରୀ ହେବ ଏବଂ ଆମେରିକାରେ ପ୍ରବେଶ କରୁଥିବା ସମସ୍ତ କାନାଡା ଉତ୍ପାଦ ଉପରେ ଲାଗୁ ହେବ। ଟ୍ରମ୍ପ ଏହି ନିଷ୍ପତ୍ତିକୁ କାନାଡାର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ଏବଂ ଅନୁଚିତ ବାଣିଜ୍ୟ ଆଚରଣର ଜବାବ ବୋଲି କହିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….