ରିପୋର୍ଟ କାର୍ଡ / ବାଲେଶ୍ଵର
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ। ଏଭଳି ଏକ ଅଘଟଣ ଶନିବାର ବାଲେଶ୍ୱରରେ ଘଟିଛି। ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀ ଜଣକ ଜୀବନ ହାରିବା ପାଇଁ ଉଦ୍ୟମ କରିଛନ୍ତି ବୋଲି ଅଭିଯୋଗ ହୋଇଛି । ଏଫ୍ଏମ୍ ମହାବିଦ୍ୟାଳୟର ଗେଟ୍ ସମ୍ମୁଖରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଜକୁ ଜାଳି ଦେଇଛନ୍ତି । ତାଙ୍କ ଶରୀରର ପ୍ରାୟ ୯୦ ଭାଗ ପୋଡି ଯାଇଥିବା ବେଳେ ପ୍ରଥମେ ବାଲେଶ୍ୱର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଛାତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ଗୁରୁତର ହୋଇଛନ୍ତି । ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀ ଜଣକ ଧାରଣାରେ ବସିଥିଲେ ବୋଲି ସୂଚନା






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……