ରିପୋର୍ଟ କାର୍ଡ / ଭୁବନେଶ୍ୱର
୫ ଦିନ ପରେ ଆନ୍ଦୋଳନରୁ ଓହରିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଶନିବାର ରାତିରେ ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି ମହାସଂଘର ସହ ସମ୍ପାଦକ ମାନସ ଦେବତା। ବିଭିନ୍ନ ଦାବି ନେଇ ଡ୍ରାଇଭର ମହାସଂଘ ଗତ ୮ ତାରିଖରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଗାଡ଼ି ଚଳାଚଳ ବନ୍ଦ କରିବା ସହିତ ଧର୍ମଘଟରେ ବସିଥିଲେ।






More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..