ରିପୋର୍ଟ କାର୍ଡ / ଭୁବନେଶ୍ବର
ଖଣ୍ଡଗିରି ଥାନା ଏସ୍ଆଇ ଦେବୀ ପ୍ରସାଦ ଭୂୟାଁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ। ଏକ NDPS ମାମଲାରେ ନିର୍ଦ୍ଧାରିତ ଦିନ ଭିତରେ ଚାର୍ଜସିଟ ଦାଖଲ ନ କରିବାରୁ ଶ୍ରୀ ଭୂୟାଁଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଠିକ୍ ସମୟରେ ଚାର୍ଜସିଟ୍ ଦାଖଲ ନହେବାରୁ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। ଏହି ଘଟଣାର ତଦନ୍ତ ପରେ ଶ୍ରୀ ଭୂୟାଁଙ୍କୁ ନିଲମ୍ବନ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..