ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମସ୍ୟା ଉପୁଜିବା ପରେ ଚାଷୀ ପଞ୍ଜୀକରଣକୁ ସରକାର ସରଳ କରିଛନ୍ତି। ବାପା କିମ୍ବା ଜେଜେ ବାପାଙ୍କ ନାଁରେ ଜମି ଥିଲେ ବି ପୁଅ ଚାଷୀ ପଞ୍ଜୀକରଣ କରିପାରିବେ। ଯିଏ ଯେଉଁ ଜମିରେ ଚାଷ କରୁଥିବେ ସେତିକିରେ ପଞ୍ଜୀକରଣ କରିପାରିବେ। ଯଦି ଜଣେ ଭାଇ ସବୁ ଜମି ଚାଷ କରୁଛି, ଅନ୍ୟ ଭାଇ ସ୍ବୀକୃତିନାମା ଦେବେ। ସ୍ବୀକୃତିନାମା ଦେଇ ସବୁ ଜମି ପାଇଁ ପଞ୍ଜୀକଣ କରିପାରିବେ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗଣମାଧ୍ୟମକୁ ଏହି ବଡ଼ ସୂଚନା ଦେଇଛନ୍ତି।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..