ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି | ଜବ କାର୍ଡ ଧାରୀ କରିବେ ଇକେୱାଇସି | ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ। ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ। ମନ୍ତ୍ରୀ ଆହୁରି କହିଛନ୍ତି, ସରକାର ବାହାର କରିଛନ୍ତି ଫେକ ଜବ କାର୍ଡ | ଏହାର ଅଧିକାରୀ କିଏ ଥିଲେ, ଅର୍ଥ କିଏ ଆତ୍ମସାତ କରୁଥିଲା ବିଗତ ଦିନରେ ଯିଏ ଶାସନ କରୁଥିଲେ ସିଏ ତାର ଉତ୍ତର ଦେବେ | ସରକାର ବର୍ଷେ ଭିତରେ ୨ ଲକ୍ଷ ନୂଆ ଜବ କାର୍ଡ ଦେଇଛନ୍ତି | ମନ୍ତ୍ରୀ ରବି ନାରାୟଣ ନାୟକ ଆହୁରି କହିଛନ୍ତି, ସରକାର ବାହାର କରିଛନ୍ତି ଫେକ ଜବ କାର୍ଡ | ଏହାର ଅଧିକାରୀ କିଏ ଥିଲେ, ଅର୍ଥ କିଏ ଆତ୍ମସାତ କରୁଥିଲା ବିଗତ ଦିନରେ ଯିଏ ଶାସନ କରୁଥିଲେ ସିଏ ତାର ଉତ୍ତର ଦେବେ | ସରକାର ବର୍ଷେ ଭିତରେ ୨ ଲକ୍ଷ ନୂଆ ଜବ କାର୍ଡ ଦେଇଛନ୍ତି |






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..