ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭିଜିଲାନ୍ସ ଜାଲରେ ଆର୍ ଆଣ୍ଡ ବି ଡିଭିଜନ୍ ର ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ ଜାରି ରହିଛି। ରାଜକିଶୋର ଭୁବନେଶ୍ଵର ଆର୍ ଆଣ୍ଡ ବି ଡିଭିଜନ୍ ୩ରେ କାର୍ଯ୍ୟରତ ଅଛନ୍ତି। ଏକକାଳୀନ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵରର ୮ଟି ଏବଂ ନୟାଗଡର ଦୁଇଟି ସ୍ଥାନ , ପୈତୃକ ଗାଁ ଏବଂ ଶ୍ଵଶୂର ଘରେ ଛାନ୍ଭିନ୍ ଚାଲିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..