ରିପୋର୍ଟ କାର୍ଡ / ଭୁବନେଶ୍ଵର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ। ଆକାଶ ମାର୍ଗରୁ ସେ ଏରିଏଲ ସର୍ଭେ କରିବେ। ଆଜି ଦିନ ସାଢ଼େ ୧୨ଟାରେ ବାହାରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ। ଆକାଶ ମାର୍ଗରୁ ସେ ଏରିଏଲ ସର୍ଭେ କରିବେ। ଆଜି ଦିନ ସାଢ଼େ ୧୨ଟାରେ ବାହାରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଓ କେନ୍ଦୁଝରଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ବାଲେଶ୍ଵରର ଚାନ୍ଦିପୁର ଠାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିବେ ବୋଲି ଜଣାଯାଇଛି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ବାଲେଶ୍ଵରର ଚାନ୍ଦିପୁର ଠାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିବେ ବୋଲି ଜଣାଯାଇଛି।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..