ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ମଙ୍ଗଳବାର ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ଯୁବକ ଜଣକ କେଉଁ ପରିସ୍ଥିତିରେ ବ୍ରିଜ ଉପରୁ ମହାନଦୀକୁ ଡେଇଁ ପଡିଲେ ତାହା ଜଣାପଡି ନାହିଁ। ଖବର ପାଇ ସ୍ଥାନୀୟ ଦମକଳ ବାହୀନି ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଖୋଜାଖୋଜି କରୁଛନ୍ତି। ହେଲେ ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ।






More Stories
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..