ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆକାଶ ମାର୍ଗରୁ ଉତ୍ତର-ଓଡିଶାର ବନ୍ୟା ସ୍ଥିତିକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସର୍ଭେ କରୁଥିବା ବେଳେ ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତେ ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ଅଧ୍ୟୟନ କରିଛନ୍ତି। ବନ୍ୟା ପରେ ବାଲେଶ୍ୱର, ଭଦ୍ରକର ସ୍ଥିତି ସଙ୍ଗୀନ ଥିବା ବେଳେ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..