ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ ୬ଟି ବିଭାଗର ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବାକୁ ରହିଛି। ସେଥିମଧ୍ୟରେ ରାଜ୍ୟର ରାଜସ୍ବ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ବାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।






More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..