Report Card Odisha

| Daily Odia News

ରାଜା ଚକ୍ରଙ୍କୁ ମିଳିଲା ଜାମିନ……

ରିପୋର୍ଟ କାର୍ଡ / କେନ୍ଦୁଝର

ରାଜା ଚକ୍ରଙ୍କୁ ମିଳିଲା ଜାମିନ। କେନ୍ଦୁଝର କୋର୍ଟରେ ଚାଲିଥିବା ମାମଲାରେ ୧୫ ଦିନ ପାଇଁ ସର୍ତ୍ତମୁଳକ ଜାମିନ ପ୍ରଦାନ କରିଛନ୍ତି ଜିଲ୍ଲା ଦୌରାଜଜ୍ । ଶଶୁରଙ୍କ ମୃତ୍ୟୁ ପରେ ତାଙ୍କର କ୍ରିୟାକର୍ମରେ ଯୋଗ ଦେବାପାଇଁ ଜାମିନ ମଞ୍ଜୁର ହୋଇଥିବା ଜଣାଯାଇଛି। କୌଣସି ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଏବଂ ଜାମିନ ଅବଧି ପରେ କୋର୍ଟରେ ହାଜର ହେବା ସର୍ତ୍ତ ରଖାଯାଇଛି।

Breaking News