ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ କର୍ଣ୍ଣାଟକ ହସନର ପୂର୍ବତନ ସାଂସଦ ପ୍ରଜ୍ଜ୍ବଳ ରେବାନ୍ନାଙ୍କୁ ବେଙ୍ଗାଲୁରୁର ସ୍ଵତନ୍ତ୍ର କୋର୍ଟ ଶନିବାର ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ପ୍ରଜ୍ଜ୍ବଳ ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ାଙ୍କ ନାତି। ଗତ ଶୁକ୍ରବାର ଏହି ମାମଲାରେ କୋର୍ଟ ପ୍ରଜ୍ଜ୍ବଳଙ୍କୁ ଦୋଷୀ ସାବ୍ୟକ୍ତ କରି ରାୟ ସଂରକ୍ଷିତ ରଖିଥିଲେ। ଦୁଷ୍କର୍ମ, ଯୌନ ନିର୍ଯାତନା ଏବଂ ପ୍ରମାଣ ନଷ୍ଟ କରିବା ଆଦିରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।






More Stories
ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ‘ବିତାଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ……
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..