ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସୋମବାର ପରଲୋକ ଘଟିଛି। ଗଙ୍ଗାରାମ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜୁନ୍ ୧୯ ତାରିଖରେ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶିବୁ ସୋରେନ ଅନେକ ରୋଗରେ ପୀଡିତ ଥିଲେ। ଆଜି ସକାଳେ ଶିବୁ ସୋରେନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..