ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଲାଗି ରହିଛି ବର୍ଷା। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ ୧୮ ଓ ୧୯ ତାରିଖରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷିବ। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ କୋରାପୁଟ, କଳାହାଣ୍ଡିକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ରୁ ୨୦ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..