ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଲକାନଗିରି ଜିଲ୍ଲାରେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏଥିସହ ଅଙ୍ଗନଓ୍ବାଡି ମଧ୍ୟ ବନ୍ଦ ରହିବ। ତେବେ ସୋମବାର ଅତିପ୍ରବଳ ବର୍ଷାର ସମ୍ଭାବନା ନେଇ ଜିଲାକୁ ଓ୍ବାର୍ନିଂ ଜାରି ରହିଥିବା ନେଇ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।
More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..