ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭାରେ ବୁଧବାର ଉପସ୍ଥାପିତ ହେଲା ଅନ୍ଲାଇନ୍ ଗେମିଂ ବିଲ୍ ୨୦୨୫ । ବିଲ୍କୁ ଉପସ୍ଥାପନ କରିଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବେଟିଂ ସହ ଜଡିତ ଅନଲାଇନ୍ ଟଙ୍କା ଖେଳକୁ ନିଷିଦ୍ଧ କରିବାକୁ ଏହାର ଲକ୍ଷ୍ୟ ରଖାଯାଇଛି। ବିଲ୍ ପାସ୍ ବେଳେ ବିରୋଧୀମାନେ ହଙ୍ଗାମା କରିଛନ୍ତି ।
More Stories
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……
ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ…..