ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପାଇଁ ୨୦ ଜିଲ୍ଲାର ପାଣିପାଗ ବିଭାଗ ୟେଲୋ ୱାର୍ନିଂ କରିଛି। ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା। ସେହିପରି ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..