ରିପୋର୍ଟ କାର୍ଡ / କଟକ
କଟକରେ ଗଣେଶ ପୂଜାରେ ଘଟିଛି ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ଲୋକେ ଜୀବନ ବଞ୍ଚାଇବାକୁ ଏଣେତେଣେ ଦୌଡିଥିଲେ । ତେବେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଉପର ସେଡ୍ର କିଛି ଅଂଶ ମଧ୍ୟ ଟ୍ରାକ୍ ଉପରେ ପଡିଛି। ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି କି ନାହିଁ ସ୍ପଷ୍ଟତା ମିଳିନାହିଁ ।






More Stories
ପୁରୀ ଆସିଲେ ଶାନ୍ତି ମିଳେ……
ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ…..
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..