Report Card Odisha

| Daily Odia News

ନୀଳଚକ୍ର ଉପରେ ବସିଲା ଚିଲ…..

ରିପୋର୍ଟ କାର୍ଡ / ପୁରୀ

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ ଧରି ଚିଲଟି ନୀଳଚକ୍ର ଉପରେ ବସିବା ପରେ ଉଡି ଯାଇଥିବା ଦେଖିବାକୁ ମିଳିଛି।

Breaking News