ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ବୁଧବାର ସଭାପତିଙ୍କ ଏହି ଗସ୍ତକୁ ନେଇ ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ଏହି ରାଜ୍ୟ କମିଟି, ବୋର୍ଡ ନିଗମ ନେଇ ବଡ଼ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।






More Stories
୧୮ରୁ ଖୋଲିବ ସ୍କୁଲ୍….
ହୀରାକୁଦରେ ହେବ ବିଶ୍ବସ୍ତରୀୟ ଖଣି ସଂଗ୍ରହାଳୟ…..
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..