ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍ କରୁଛି। ଇନ୍ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍ ଚାଲିଥିବାବେଳେ ଆତ୍ମଗୋପନ କରିଥିବା ମୋଷ୍ଟ ଓ୍ବାଣ୍ଟେଡ୍ କିଏ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।






More Stories
ଗଡ଼ିଲା ପୁରୀ-କୋରାପୁଟ ଏକ୍ସପ୍ରେସ…..
ଆଜି ଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଦେଶ ଗସ୍ତ…..
ଏଣିକି ବର୍ଷକୁ ୪ଟି ପରୀକ୍ଷା…..