ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଗ ଖରାପ ଯୋଗୁଁ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରି ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ । ଭୁବନେଶ୍ୱର ବଦଳରେ କଲକାତା ଗଲେ ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବିମାନରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..