ରିପୋର୍ଟ କାର୍ଡ / କଟକ
ଚୌଦ୍ଵାର ଟାଙ୍ଗୀ ଛକରେ ତୈଳ ଟ୍ୟାଙ୍କରକୁ ଧକ୍କା ଦେଲା ଆମବସ୍। ଦୁର୍ଘଟଣାରେ ଡ୍ରାଇଭର ସହ ୧୫ରୁ ଊର୍ଦ୍ଧ୍ଵ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଧକ୍କାରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବସଟି କଟକରୁ ଟାଙ୍ଗୀ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା।
More Stories
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..