ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ ହେବ। ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟତଃ ରାଜସ୍ବ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।
More Stories
ପୁରୀ ଆସିଲେ ଶାନ୍ତି ମିଳେ……
ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ…..
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..