ରିପୋର୍ଟ କାର୍ଡ / ଭୁବନେଶ୍ଵର
ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ଏହା ବିଜେଡିର ଦଳୀୟ ନିଷ୍ପତ୍ତି , ବିଜେପି ନିଜ ରାସ୍ତାରେ ଅଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ। ଏ ନେଇ ଆଲୋଚନା ହେଲେ ଖୁବ୍ ଶୀଘ୍ର ଜଣାଇ ଦିଆଯିବ ବୋଲି କହିଛନ୍ତି ମନମୋହନ ସାମଲ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..