ରିପୋର୍ଟ କାର୍ଡ / ଭୁବନେଶ୍ବର
୨୦୨୫ ଶେଷରେ ଓଡ଼ିଶାରେ ବାତ୍ୟା | ୨୦୨୫ ଶେଷରେ ଓଡ଼ିଶାରେ ବାତ୍ୟା ଆଶଙ୍କା। ଅକ୍ଟୋବର ଶେଷରେ ଓଡ଼ିଶାରେ ପଡ଼ିପାରେ ଲା ନିନାର ପ୍ରଭାବ। ବିଶ୍ୱ ପାଣିପାଗ ସଂସ୍ଥାନର ଆକଳନ ଅନୁସାରେ ଡିସେମ୍ବର ଯାଏ ଜଳବାୟୁ ପ୍ରକ୍ରିୟା ଲାନିନାର ସକ୍ରିୟତା ଚିନ୍ତା ବଢାଇଛି । ପୂର୍ବରୁ ଲା-ନିନା ପ୍ରଭାବରେ ଅକ୍ଟୋବର ମାସରେ ଅନେକ ବାତ୍ୟା ହୋଇଥିବା ନଜର ରହିଛି ।ଆଉ ଅଳ୍ପଦିନ ପରେ ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ। ତେବେ ଅକ୍ଟୋବର ମାସରେ ବାତ୍ୟା ଭୟ ରହିଥାଏ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..