ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି। ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଏହି ଅନାସ୍ଥା ଆଣିଛି। ଅନ୍ୟପକ୍ଷରେ କଂଗ୍ରେସର ଅନାସ୍ଥା ପ୍ରସ୍ତାବକୁ ନେଇ କଟାକ୍ଷ କରିଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ବିଜେଡି ଓ କଂଗ୍ରେସ ଭିତରେ ସିଲ୍ଭର ମେଡାଲ ପାଇଁ ଲଢ଼େଇ ଚାଲିଛି। ଅନାସ୍ଥାର କୌଣସି ପ୍ରଭାବ ସରକାରଙ୍କ ଉପରେ ପଡ଼ିବ ନାହିଁ।






More Stories
ଗଡ଼ିଲା ପୁରୀ-କୋରାପୁଟ ଏକ୍ସପ୍ରେସ…..
ଆଜି ଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଦେଶ ଗସ୍ତ…..
ଏଣିକି ବର୍ଷକୁ ୪ଟି ପରୀକ୍ଷା…..