Report Card Odisha

| Daily Odia News

ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍‌ କଣ୍ଡକ୍ଟର…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର। ବସ୍‌ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ କରାଯାଇଛି। ୟୁନିଟ ୮ ମାର୍କେଟ ପାଖରେ ଥିବା ବସ୍‌ ଷ୍ଟପରେ ଏହି ଘଟଣା ଘଟିଛି। ବସ୍‌ ନଂ OD33AH0166 ଥିବାବେଳେ କଣ୍ଡକ୍ଟରଙ୍କ ଦାଦାଗିିରିକୁ ନେଇ ଚର୍ଚ୍ଚା ହେଉଛି।

Breaking News