ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ମିଆଁମାର-ବାଂଲାଦେଶ ଉପକୂଳରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..