ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ତଥା ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେ ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ। ତାଙ୍କ ପରଲୋକରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ।
More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..