ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।
More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……