ରିପୋର୍ଟ କାର୍ଡ / ଝାରସୁଗୁଡା
ଆଜି ଝାରସୁଗୁଡା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ ୧୧ଟା ୧୦ମିନିଟରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଯାଇ ୧୧ଟା ୨୫ରେ ଅମଲିପାଲି ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦୀ । ଯୁବ ସମାବେଶରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ । ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ଭିତରେ ୧୭୦୦କୋଟି ଟଙ୍କାର ୩ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ଲୋକାର୍ପଣ କରିବେ । ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦୀ । ବ୍ରହ୍ମପୁରରୁ






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..