ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁଚର୍ଚ୍ଚିତ FM କଲେଜ ଛାତ୍ରୀ ଆତ୍ମାହୂତି ମାମଲାର ଚାର୍ଜସିଟ ଦାଖଲ କରିଛି କ୍ରାଇମ୍ବ୍ରାଞ୍ଚ। ଶନିବାର କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର SDJMଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି। FM କଲେଜ ଛାତ୍ରୀ ଆତ୍ମାହୁତି ମାମଲା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା। କ୍ରାଇମବ୍ରାଞ୍ଚ ଟିମ୍ ସମସ୍ତ ତଥ୍ୟ ଯୋଗାଡ଼ ପରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..