Report Card Odisha

| Daily Odia News

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ କାମନା କରିଛନ୍ତି ନବୀନ ।

Breaking News