ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଗୁଳିମାଡ ହୋଇଛି । ପ୍ରାଥମିକ ସୂଚନା ଅନୁଯାୟୀ ଇନ୍ଫୋ ଭ୍ୟାଲି ଅଞ୍ଚଳରେ ଏହି ଘଟଣା ଘଟିଛି । ଏଥିରେ ଦୁଇଜଣ ଆହତ ହୋଇଛନ୍ତି । ଦେଉଳିଆପାଟଣା ଭାଇ ଭାଇ ମଠରେ ଚାରି ରାଉଣ୍ଡ ଗୁଳି ଫୁଟିଥିଲା । ଏଥିରେ ଦୁଇ ଜଣ ଆହତ ହୋଇଥିଲେ । ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଏମ୍ସ୍ରେ ଭର୍ତ୍ତି କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ କରୁଛି ।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……