ରିପୋର୍ଟ କାର୍ଡ / କଟକ
କଟକ ସହରରେ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କରିଛି ଓଡ଼ିଶା ପୋଲିସ । ସହରରେ ସ୍ୱାଭାବିକତା ଫେରାଇ ଆଣିବା ପାଇଁ ସମସ୍ତଙ୍କୁ ଶାନ୍ତ ରହିବା, ଗୁଜବ ଏଡାଇବା ଏବଂ ପୋଲିସକୁ ସହଯୋଗ କରିବାକୁ ଓଡ଼ିଶା ପୋଲିସ ପକ୍ଷରୁ ଅନୁରୋଧ କରାଯାଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଓଡ଼ିଶା ପୋଲିସ ସମ୍ପୂର୍ଣ୍ଣ ପ୍ରତିଶ୍ରୁତି ବଦ୍ଧ। ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଛି ବୋଲି ଓଡ଼ିଶା ପୋଲିସ ଏକ୍ସରେ ସୂଚନା ଦେଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..