ରିପୋର୍ଟ କାର୍ଡ / ଭୁବନେଶ୍ବର
ଚତୁର୍ଥ ଦିନରେବି ଉଭୟ ଶାସକ ଓ ବିରୋଧୀ ସଦସ୍ୟ ଗୃହରେ ମୁହାଁମୁହିଁ | ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ମଣ୍ଡି ଅବ୍ୟବସ୍ଥା ନେଇ ବିରୋଧୀ ଗୃହରେ ହୁହାଲ୍ଲା କରିଥିବା ବେଳେ, ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗିବା ଦାବିରେ ଶାସକ ଦଳ ହଟ୍ଟଗୋଳ କରିଛନ୍ତି। ଗୃହର ମଧ୍ୟଭାଗକୁ ଆସି ଶାସକ ଓ ବିରୋଧୀ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ କରିଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..