ରିପୋର୍ଟ କାର୍ଡ / ପୁରୀ
ହରଶପଡ଼ାରୁ ସୁକଳ ଯାଉଥିବା ଏକ ଆମ ବସ୍ରେ ମଙ୍ଗଳବାର ଏକ ଅଘଟଣ ସାମ୍ନାକୁ ଆସିଛି। ବିନ୍ଧନ ଛକଠାରେ ଜଣେ ଯୁବକ ବସ୍ରେ ଚଢି ବସିଥିବା ଯାତ୍ରୀଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଆକ୍ରମଣକାରୀଙ୍କ ସମତେ ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇ କଣାସ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ କେଉଁ ପରିିସ୍ଥିତିରେ ଏହି କାଣ୍ଡ ଘଟିଛି ତାହା ସ୍ପଷ୍ଟ ଜଣାପଡି ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ