ରିପୋର୍ଟ କାର୍ଡ / କଟକ
କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଛି। ପୂର୍ବରୁ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଜି ଆଉ ୩ ଜଣଙ୍କୁ ଗିରଫ କରାଯାଇଥିବା କହିଛନ୍ତି ଏସିପି। ଆଗକୁ ଆହୁରି ଅଧିକ ଜଣଙ୍କୁ ଗିରଫ କରାଯାଇପାରେ। ସେପଟେ ଆଜି ହାତୀ ପୋଖରୀ ଏବଂ କଦମରସୁଲ ଅଞ୍ଚଳରେ କମିଶନରେଟ୍ ପୁଲିସ୍ ପକ୍ଷରୁ ଯାଞ୍ଚ କରାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଦୁଇ ଏସିପି, ୩ ଜଣ ଆଇଆଇସିଙ୍କ ସହ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..