ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୬ ରେକର୍ଡ ହୋଇଛି। କର୍ତ୍ତୃପକ୍ଷ ସୁନାମୀ ଚେତାବନୀ ଜାରି କରିଛନ୍ତି ଏବଂ ନାଗରିକମାନଙ୍କୁ ପରବର୍ତ୍ତୀ ଝଟକା ପାଇଁ ପ୍ରସ୍ତୁତ ରହିବାକୁ ଅନୁରୋଧ କରିଛନ୍ତି । ଭୂକମ୍ପ ହେବା ମାତ୍ରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡିଥିଲେ। ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ମାଣ୍ଡାନିଓ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦେଶ ରହିଛି। ଇଣ୍ଡେନେସିଆର ବିଭିନ୍ନ ଅଞ୍ଚଳରେ ମଧ୍ୟ ସୁନାମୀ ଆଲର୍ଟ ଜାରି ହୋଇଛି।ଦେଇଛନ୍ତି।






More Stories
ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍…..
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..