ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିର ମନ୍ଦିରକୁ ରେଡ୍ ଜୋନ୍ ଭାବେ ଘୋଷଣା କରିଛି ଡିଜିସିଏ। ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ୍ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ରେଡ୍ ଜୋନ୍ ଅବଧି ୩ ବର୍ଷ ଅର୍ଥାତ୍ ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ବୈଧତା ରହିଛି। ପୂର୍ବରୁ ଶ୍ରୀମନ୍ଦିରକ ଉପରକୁ ଜୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଥିଲା। ବିଭିନ୍ନ ସମୟରେ ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ୍ ଉଡୁଥିବାନଜର ଆସିଛି। ଆଣ୍ଟି ଜୋନ୍ ଡିଭାଇସ୍ ଲାଗିଲେ ଡ୍ରୋନ୍କୁ କାବୁ କରାଯାଇପାରିବ। ଏବେ ଶ୍ରୀମନ୍ଦିରକୁ ରେଡ୍ ଜୋନ୍ ଘୋଷଣା କରାଯାଇଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..