ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି।ଘରୁ ଡାକି ନେଇ ଭାଜପା କର୍ମୀଙ୍କୁ ହତ୍ୟା କରାଯାଇଛି। ପୋଲିସ ଇନ୍ଫର୍ମର ସନ୍ଦେହରେ ଭାଜପା କର୍ମୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ସତ୍ୟମ ପୁନେମ, ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ। ପୂର୍ବରୁ ବି ସତ୍ୟମ ପୁନେମଙ୍କୁ ଏକାଧିକ ଥର ମାଓବାଦୀ ଚେତାବନୀ ଦେଇଥିଲେ ।
More Stories
ଜେଏସଡବ୍ଲ୍ୟୁ ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ…..
ଏସଆଇଆର ଦାୟିତ୍ବରେ ଥିବା ଅଧିକାରୀଙ୍କ ବଦଳି ଉପରେ ଲାଗିଲା ରୋକ୍…..
ଓଡ଼ିଶାରେ ହେବ ଏସୀୟ ଇନ୍ଡୋର ଆଥଲେଟିକ୍ସ…..