ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….