ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ବିଜେଡି ପଦଯାତ୍ରାରେ ଯୋଗଦେବେ ନବୀନ ପଟ୍ଟନାୟକ । ଏକାମ୍ର ଭୁବନେଶ୍ୱରର ଗଙ୍ଗନଗରରେ ଥିବା ବିଜୁ ଆଦର୍ଶ କଲୋନୀରୁ ପଦଯାତ୍ରା ଆରମ୍ଭ ହେବ। ସେଠାରେ ପିଲାଙ୍କ ସହ ସମୟ ବିତାଇବା ସହ ମିଷ୍ଟାନ ବଣ୍ଟନ କରିବେ ନବୀନ । ଏହା ପରେ ନବୀନ ଏସଓଏସ ଭିଲେଜ ଯିବେ । ସେଠି ଅନ୍ତେବାସୀଙ୍କ ସହ ମିଷ୍ଟାନ ବଣ୍ଟନ କରିବେ। ସାରା ରାଜ୍ୟରେ ବିଜେଡି ପକ୍ଷରୁ ନିରାଡ଼ମ୍ବର ଭାବେ ପାଳନ ହେବ ନବୀନଙ୍କ ଜନ୍ମଦିନ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..