ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ନୂଆପଡ଼ାରେ ପ୍ରାର୍ଥିପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ। ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ଗତ ୧୧ ତାରିଖରେଜୟ ଢୋଲକିଆ ଭାଜପାରେ ସାମିଲ ହୋଇଥିଲେ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ଆଜି ନାମାଙ୍କନ ଭରିବେ ବୋଲି ଜଣାପଡିଛି। ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନୂଆପଡ଼ାରେ ଉପନିର୍ବାଚନ ହେବ। ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ମତଦାନ ହେବ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..