ରିପୋର୍ଟ କାର୍ଡ / ଗଞ୍ଜାମ
ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ବ୍ରହ୍ମପୁରର ଜଣେ ପୂର୍ବତନ କର୍ପୋରେଟର ଓ ଛାତ୍ର ନେତା ଅଟକ ଥିବା ସୂଚନା ମିଳିଛି । ଏହି ଦୁଇ ଜଣଙ୍କୁ ଗତ ୨ଦିନ ହେଲା ଅଟକ ରଖି ପୁଲିସ ପଚରାଉଚରା କରୁଛି । ଏମାନଙ୍କ ସହ ଦୁଇ ଜଣ କ୍ରିମିନାଲକୁ ଅଟକ ରଖି ପଚରାଉଚରା କରାଯାଉଛି । ଖୁବଶୀଘ୍ର ହତ୍ୟାକାଣ୍ଡ ଉପରେ ଖୁଲାସା ହେବ ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….