ରିପୋର୍ଟ କାର୍ଡ / ଭୁବନେଶ୍ୱର
ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ। ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ।
More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….