ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ହେଉଛି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଜ୍ଞାନର ଆଲୋକ ମଣିଷଙ୍କୁ ଅଜ୍ଞାନ ଅନ୍ଧକାରରୁ ରକ୍ଷା କରେ। ପ୍ରଦୂଷଣମୁକ୍ତ ଓ ସବୁଜ ଦୀପାବଳି ପାଳନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……